ଦିନର ପଦ |ସେପ୍ଟେମ୍ବର | ୧୦ ଏବ୍ରୀ ୧୨:୨ ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି। Odia Bible ERV 2004 Odia Holy Bible: Easy-to-Read Version (OERV) @ 2004 Bible League International