ଦିନର ପଦ |ସେପ୍ଟେମ୍ବର | ୯ ଏବ୍ରୀ ୧୧:୬ ବିଶ୍ୱାସ ବିନା ଜଣେ ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ୱରଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱର ଅଛନ୍ତି ବୋଲି ବିଶ୍ୱାସ କରିବା ଉଚିତ୍। ଯିଏ ପରମେଶ୍ୱରଙ୍କ ପାଖକୁ ଆସିବ ସେ ବିଶ୍ୱାସ କରିବା ଦରକାର ଯେ ଯିଏ ପ୍ରକୃତରେ ତାହାଙ୍କୁ ଖୋଜେ, ପରମେଶ୍ୱର ତାହାକୁ ପୁରସ୍କାର ପ୍ରଦାନ କରନ୍ତି। Odia Bible ERV 2004 Odia Holy Bible: Easy-to-Read Version (OERV) @ 2004 Bible League International