ଦିନର ପଦ |

ଅକ୍ଟୋବର ୫
ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷ-ଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ ।
Odia Bible (OROV) 2014
ODIA-OV (Re-edited) - ପବିତ୍ର ବାଇବଲ (Re-edited) Copyright © 2014 by The Bible Society of India Used by permission. worldwide