ଦିନର ପଦ |
| ନଭେମ୍ବର ୭ |
| ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ ଈଶ୍ଵର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛି । |
| Odia Bible (OROV) 2014 |
| ODIA-OV (Re-edited) - ପବିତ୍ର ବାଇବଲ (Re-edited) Copyright © 2014 by The Bible Society of India Used by permission. worldwide |