ଦିନର ପଦ |ମେ ୧୮ ଲୂକ ୫:୧୮ ପୁଣି ଦେଖ, କେତେକ ଲୋକ ଜଣେ ପକ୍ଷାଘାତ-ରୋଗୀ ମନୁଷ୍ୟକୁ ଖଟିଆରେ ବହିଆଣି ତାହାକୁ ଭିତରକୁ ଘେନିଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ । Odia Bible (OROV) 2014 ODIA-OV (Re-edited) - ପବିତ୍ର ବାଇବଲ (Re-edited) Copyright © 2014 by The Bible Society of India Used by permission. All rights reserved worldwide