ଦିନର ପଦ |
| ସେପ୍ଟେମ୍ବର | ୧୬ |
| ମୁଁ ଆପଣାରୁ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ । |
| Odia Bible (OROV) 2014 |
| ODIA-OV (Re-edited) - ପବିତ୍ର ବାଇବଲ (Re-edited) 2014 by The Bible Society of India Used by permission. worldwide |