ଦିନର ପଦ |ସେପ୍ଟେମ୍ବର | ୯ ଏବ୍ରୀ ୧୧:୬ ଆଉ ବିଶ୍ଵାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ଵର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ଵେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ଵାସ କରିବା ଆବଶ୍ୟକ । Odia Bible (OROV) 2014 ODIA-OV (Re-edited) - ପବିତ୍ର ବାଇବଲ (Re-edited) Copyright © 2014 by The Bible Society of India Used by permission. worldwide